ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଅଧିକ ବୋଲି ସୂଚନା ।

120
ADVERTISEMENT

ଭୁବନେଶ୍ୱର,o୩/୫(ଡି.ଏଚ ବ୍ୟୁରୋ):-ଆସନ୍ତା ୬ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଯାହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ହୋଇଛି। ଏବଂ ଧୀରେ ଧୀରେ ଅବପାତ ଓ ଗଭୀର ଅବପାତରେ ପରିଣତ ହୋଇ ୧୨ ତାରିଖ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଅଧିକ ବୋଲି ସୂଚନା ।

Advertisement