ଆଜିଠାରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ଓ ଖରାଟିଆ ରହିବ।

106
ADVERTISEMENT

ଭୁବନେଶ୍ୱର,o୬/୫(ଡି.ଏଚ ବ୍ୟୁରୋ):-ଆଜିଠାରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ଓ ଖରାଟିଆ ରହିବ। ଗତ କିଛି ଦିନ ହେଲା କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ଓ ବର୍ଷା ଲାଗି ରହିଥିବା ବେଳେ ଆଜିଠାରୁ ଏଥିରେ ପରିବର୍ତ୍ତନ ହେବ। ଖରା ବଢ଼ିବା ସହ ତାପମାତ୍ରା ୩ରୁ ୫ଡିଗ୍ରି ଯାଏ ବଢ଼ିବ। ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ହୋଇଛି ।

Advertisement