Thursday, November 5, 2026
ADVERTISEMENT
Home ଆଞ୍ଚଳିକ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି।

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି।

208
ADVERTISEMENT

ଝାରସୁଗୁଡ଼ା,୧୧/୫(ଡି.ଏଚ ବ୍ୟୁରୋ):-ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି। ମୋଟ୍ ୨୫୩ଟି ବୁଥରେ ୭୮.୭ ପ୍ରତିଶତ ମତଦାନ ହୋଇଥିବା ବେଳେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ସମେତ ମୋଟ୍ ୯ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ବନ୍ଦ ହୋଇଛି ।

Advertisement