ଭୁବନେଶ୍ୱର,୧୩/୫(ଡି.ଏଚ ବ୍ୟୁରୋ):-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ବାତ୍ୟା ‘ମୋକା’ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବିଶେଷ କରି ପାଗ ମେଘୁଆ ରହିଛି । କିନ୍ତୁ ଆସନ୍ତା କାଲିଠାରୁ ରାଜ୍ୟର ଅନେକ ସ୍ଥାନରେ ୨ରୁ ୪ ଡିଗ୍ରି ତାପମାତ୍ରା ବୃଦ୍ଧି ପାଇବ। ସହ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଏବଂ କିଛି କିଛି ସ୍ଥାନରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରି ଅତିକ୍ରମ କରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା l


















