Thursday, October 15, 2026
ADVERTISEMENT
Home ମୁଖ୍ୟ ଖବର ବାତ୍ୟା ‘ମୋକା’ ଆଜି ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଉତ୍ତର ମିଆଁମାର୍ ଉପକୂଳ ନିକଟସ୍ଥ ସ୍ଥଳଭାଗ ଅତିକ୍ରମ...

ବାତ୍ୟା ‘ମୋକା’ ଆଜି ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଉତ୍ତର ମିଆଁମାର୍ ଉପକୂଳ ନିକଟସ୍ଥ ସ୍ଥଳଭାଗ ଅତିକ୍ରମ କରିବ।

230
ADVERTISEMENT

ଭୁବନେଶ୍ୱର,୧୪/୫(ଡି.ଏଚ ବ୍ୟୁରୋ):-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ବାତ୍ୟା ‘ମୋକା’ ଆଜି ମଧ୍ୟାହ୍ନ ସୁଦ୍ଧା ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଉତ୍ତର ମିଆଁମାର୍ ଉପକୂଳ ନିକଟସ୍ଥ ସ୍ଥଳଭାଗ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୭୦ରୁ ୧୮୦ କିମି ରହିବ। ଏବଂ ସ୍ଥଳବିଶେଷରେ ଏହା ଘଣ୍ଟା ପ୍ରତି ୨୦୦ କିମି ଛୁଇଁଯିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସୂଚନା ।

Advertisement