Thursday, October 15, 2026
ADVERTISEMENT
Home ଆଞ୍ଚଳିକ ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡିର ବିଶାଳ ବିଜୟ।

ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡିର ବିଶାଳ ବିଜୟ।

172
ADVERTISEMENT

ଝାରସୁଗୁଡ଼ା,୧୪/୫(ଡି.ଏଚ ବ୍ୟୁରୋ):-ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡିର ବିଶାଳ ବିଜୟ । ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଝିଅ ତଥା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୪୮ ହଜାର ୭୨୧ ଖଣ୍ଡ ଭୋଟ ବ୍ୟବଧାନରେ ବିଜେପିର ଟଙ୍କଧର ତ୍ରିପାଠୀଙ୍କୁ ପରାସ୍ତ କରି ସମସ୍ତ ଝାରସୁଗୁଡ଼ାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Advertisement