ଭିଜିଲାନ୍ସ୍ ଜାଲରେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ୍ ର ସାମାଜିକ ସୁରକ୍ଷା ଅଧିକାରୀ ଅରୁଣ କୁମାର ନାୟକ।

53
ADVERTISEMENT

ବେଗୁନିଆପଡ଼ା,୧୮/୫(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ୍ ଜାଲରେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ୍ ର ସାମାଜିକ ସୁରକ୍ଷା ଅଧିକାରୀ ଅରୁଣ କୁମାର ନାୟକ। ସେ ମଧୁବାବୁ ପେନ୍ସନ୍ ଯୋଜନାରେ ୫୦୦ ଟଙ୍କା ବାର୍ଦ୍ଧକ୍ୟ ଭତ୍ତା ଆବେଦନ ମଞ୍ଜୁର ପାଇଁ ୬୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଏବଂ ଭିଜିଲାନ୍ସ ଟିମ ଏକ ମାମଲା ରୁଜୁ କରିବା ସହ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରି ତିନିଟି ସ୍ଥାନରେ ଛାନବୀନ ଜାରି ରଖିଥିବା ସୂଚନା ।

Advertisement