ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଚିଙ୍ଗୁଡ଼ିଘାଇ ଗ୍ରାମରେ ଚୋର ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା।

59
ADVERTISEMENT

ବ୍ରହ୍ମପୁର,୨୦/୫(ଡି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଚିଙ୍ଗୁଡ଼ିଘାଇ ଗ୍ରାମରେ ଚୋର ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା। ଏନେଇ ମୃତକଙ୍କ ଭାଇ ଥାନାରେ ଅଭିଯୋଗ କରିବା ପରେ ସ୍ଥାନୀୟ ପୋଲିସ ୫ଜଣକୁ ଗିରଫ କରିଛି । ଏବଂ ଯୁବକଙ୍କୁ ପିଟିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରଲ ହେବାରେ ଲାଗିଛି l ତେବେ ହତ୍ୟା ପଛର କାରଣ କଣ ରହିଛି ତାହା ପୋଲିସ ତଦନ୍ତ କରୁଛି ।

Advertisement