Thursday, October 15, 2026
ADVERTISEMENT
Home ଆଞ୍ଚଳିକ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଚିଙ୍ଗୁଡ଼ିଘାଇ ଗ୍ରାମରେ ଚୋର ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା।

ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଚିଙ୍ଗୁଡ଼ିଘାଇ ଗ୍ରାମରେ ଚୋର ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା।

110
ADVERTISEMENT

ବ୍ରହ୍ମପୁର,୨୦/୫(ଡି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଚିଙ୍ଗୁଡ଼ିଘାଇ ଗ୍ରାମରେ ଚୋର ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା। ଏନେଇ ମୃତକଙ୍କ ଭାଇ ଥାନାରେ ଅଭିଯୋଗ କରିବା ପରେ ସ୍ଥାନୀୟ ପୋଲିସ ୫ଜଣକୁ ଗିରଫ କରିଛି । ଏବଂ ଯୁବକଙ୍କୁ ପିଟିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରଲ ହେବାରେ ଲାଗିଛି l ତେବେ ହତ୍ୟା ପଛର କାରଣ କଣ ରହିଛି ତାହା ପୋଲିସ ତଦନ୍ତ କରୁଛି ।

Advertisement