Tuesday, October 13, 2026
ADVERTISEMENT
Home ଆଞ୍ଚଳିକ ପୁଲିସ କନେଷ୍ଟବଳଙ୍କ ଆତ୍ମହତ୍ୟା l

ପୁଲିସ କନେଷ୍ଟବଳଙ୍କ ଆତ୍ମହତ୍ୟା l

149
ADVERTISEMENT

ଘଟଗାଁ,୨୦/୫(ଡି.ଏଚ ବ୍ୟୁରୋ):-କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ୍ ଅନ୍ତର୍ଗତ ହାତିନୋଟା ଗ୍ରାମରେ ପୁଲିସ କନେଷ୍ଟବଳଙ୍କ ଆତ୍ମହତ୍ୟା l ମୃତକ ପେୁଲିସ୍ କନେଷ୍ଟବଳ ପ୍ରେମାନନ୍ଦ ନାଏକ କାହିଁକି ଆତ୍ମହତ୍ୟା କଲେ, ତାହା ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ୍ ମୃତଦେହକୁ ଉଦ୍ଧାର କରି ତଦନ୍ତ ଚଲାଇଥିବା ସୂଚନା ।

Advertisement