Thursday, August 6, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଅଧିକାରୀ ବୀରବର ଭଗତ l

ଭିଜିଲାନ୍ସ ଜାଲରେ ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଅଧିକାରୀ ବୀରବର ଭଗତ l

161
ADVERTISEMENT

ଗାଇସିଲଟ,୨୨/୫(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଅଧିକାରୀ ବୀରବର ଭଗତ l ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗାଇସିଲଟରେ ଥିବା ତାଙ୍କ କାର୍ଯ୍ୟାଳୟ ଓ ବାସଭବନ ସମେତ ସମ୍ବଲପୁର,ଓ ସୋନପୁରରେ ୪ଜଣିଆ ଭିଜିଲାନ୍ସ ଟିମ ଚଢାଉ ଜାରି କରିଛନ୍ତି |

Advertisement