ଆଜି ରାଜ୍ୟର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ତିନି ନୂଆ ମନ୍ତ୍ରୀ l

72
ADVERTISEMENT

ଭୁବନେଶ୍ୱର,୨୨/୫(ଡି.ଏଚ ବ୍ୟୁରୋ):-ଆଜି ରାଜ୍ୟର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକ। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିବାବେଳେ ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ |

Advertisement