Friday, September 25, 2026
ADVERTISEMENT
Home ଆଞ୍ଚଳିକ ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା କଲା ସ୍ୱାମୀ।

ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା କଲା ସ୍ୱାମୀ।

141
ADVERTISEMENT

ପାରଳାଖେମୁଣ୍ଡି,୨୫/୫(ଡି.ଏଚ ବ୍ୟୁରୋ):-ପାରଳାଖେମୁଣ୍ଡି କାଶୀନଗର ଥାନା ଅନ୍ତର୍ଗତ ସାରା ଗାଁରେ ଚାଷ ଜମିକୁ କେନ୍ଦ୍ର କରି ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା କଲା ସ୍ୱାମୀ।ଏବଂ ଜମିରେ ସ୍ତ୍ରୀର ମୁଣ୍ଡ ବିହୀନ ଶରୀର ପଡିଥିବା ବେଳେ ଘର ଦାଣ୍ଡରେ କଟାମୁଣ୍ଡ ପଡିଥିବା ଦେଖିବାକୁ ମିଳିଛି ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।

Advertisement