କରଞ୍ଜିଆ,୨୯/୫(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ସରକାରୀ କାର୍ଯ୍ୟାଳୟ ଓ ପୈତୃକ ଘରେ କଟକ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢଉ ଜାରି । ତାଙ୍କ ନାଆଁରେ ବେଆଇନ୍ ଖଣି ଲିଜ୍ ଦେଇ ବିପୁଳ ଅର୍ଥ ରୋଜଗାର କରୁଥିବାର ଅଭିଯୋଗ ହୋଇଥିଲା ।