Thursday, October 15, 2026
ADVERTISEMENT
Home ଆଞ୍ଚଳିକ ଆଜି ପୁରୀ ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ଏକାଦଶୀ ନୀତି ଅନୁଷ୍ଠିତ ହେବ।

ଆଜି ପୁରୀ ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ଏକାଦଶୀ ନୀତି ଅନୁଷ୍ଠିତ ହେବ।

142
ADVERTISEMENT

ପୁରୀ,୩୧/୫(ଡି.ଏଚ ବ୍ୟୁରୋ):-ଆଜି ପୁରୀ ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ଏକାଦଶୀ ନୀତି ଅନୁଷ୍ଠିତ ହେବ। ମହାପ୍ରଭୁ ମହାଲକ୍ଷ୍ମୀ ଋକ୍ମିଣୀଙ୍କୁ ହରଣ କରି ବିବାହ କରିବେ। ପରଦିନ ମହାପ୍ରଭୁ ଗୁଆଲି ଯାତ୍ରାରେ ବାହାରିବେ। ଏ ନେଇ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି।

Advertisement