ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ।

74
ADVERTISEMENT

ଭୁବନେଶ୍ୱର,o୧/୬(ଡି.ଏଚ ବ୍ୟୁରୋ):-ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ବରଗଡ଼ , ସମ୍ବଲପୁର, ଝାରସୁଗୁଡ଼ା, ଟିଟିଲାଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, ରାଉରକେଲା ଆଦି ସହରର ତାପମାତ୍ରା ୪୨ ଡିଗ୍ରି ଉପରେ ରହିବ। ସହ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Advertisement