ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ରେଳ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଆଲୋଚନା କରିଥିଲେ।

52
ADVERTISEMENT

ଭୁବନେଶ୍ବର,o୩/୬(ଡି.ଏଚ ବ୍ୟୁରୋ):-ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ରେଳ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଆଲୋଚନା କରିଥିଲେ। ଆଲୋଚନା ସମୟରେ ଦୁର୍ଘଟଣା ସ୍ଥଳରେ ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ , ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ୫-ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ । ସେପଟେ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲା ରେଳ ବିଭାଗ l

Advertisement