Thursday, October 15, 2026
ADVERTISEMENT
Home ଆଞ୍ଚଳିକ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ରେଳ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ରେଳ...

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ରେଳ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଆଲୋଚନା କରିଥିଲେ।

153
ADVERTISEMENT

ଭୁବନେଶ୍ବର,o୩/୬(ଡି.ଏଚ ବ୍ୟୁରୋ):-ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ରେଳ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଆଲୋଚନା କରିଥିଲେ। ଆଲୋଚନା ସମୟରେ ଦୁର୍ଘଟଣା ସ୍ଥଳରେ ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ , ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ୫-ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ । ସେପଟେ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲା ରେଳ ବିଭାଗ l

Advertisement