Wednesday, August 19, 2026
ADVERTISEMENT
Home ଆଞ୍ଚଳିକ ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା ଜାରି ଥିବା ବେଳେ ଗତକାଲି ୨ ସହରର ତାପମାତ୍ରା ୪୪...

ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା ଜାରି ଥିବା ବେଳେ ଗତକାଲି ୨ ସହରର ତାପମାତ୍ରା ୪୪ ଡିଗ୍ରି ଅତିକ୍ରମ କରିଛି।

135
ADVERTISEMENT

ଭୁବନେଶ୍ୱର,o୪/୬(ଡି.ଏଚ ବ୍ୟୁରୋ):-ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା ଜାରି ଥିବା ବେଳେ ଗତକାଲି ୨ ସହରର ତାପମାତ୍ରା ୪୪ ଡିଗ୍ରି ଅତିକ୍ରମ କରିଛି। ସମ୍ବଲପୁରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୪.୨ ଡିଗ୍ରି ରେକର୍ଡ ହୋଇଥିବାବେଳେ ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରି ରହିଥିଲା। ଏବଂ ରାଜ୍ୟର ମୋଟ୍ ୧୮ଟି ସହରର ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିଛି।

Advertisement