ଓଡ଼ିଶାର ୩୯ ଜଣ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ ମିଳିବ l

85
ADVERTISEMENT

ଭୁବନେଶ୍ୱର,o୭/୬(ଡି.ଏଚ ବ୍ୟୁରୋ):-ବାହାନାଗା ଟ୍ରେନ୍ ଦୁର୍ଘଟଣାରେ ଚିହ୍ନଟ ହୋଇଥିବା ଓଡ଼ିଶାର ୩୯ ଜଣ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ ମିଳିବ l ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏବଂ ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି।

Advertisement