Thursday, September 24, 2026
ADVERTISEMENT
Home ଜାତୀୟ ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ କେନ୍ଦ୍ରୀଭୂତ ହୋଇ ଉତ୍ତର ଦିଗକୁ ଗତି କରୁଛି ସାମୁଦ୍ରିକ ବାତ୍ୟା ‘ବିପର୍ଯ୍ୟୟ’l

ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ କେନ୍ଦ୍ରୀଭୂତ ହୋଇ ଉତ୍ତର ଦିଗକୁ ଗତି କରୁଛି ସାମୁଦ୍ରିକ ବାତ୍ୟା ‘ବିପର୍ଯ୍ୟୟ’l

219
ADVERTISEMENT

ନୂଆଦିଲ୍ଲୀ,୧୧/୬(ଡି.ଏଚ ବ୍ୟୁରୋ):-ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅତି ଭୀଷଣ ସାମୁଦ୍ରିକ ବାତ୍ୟା ‘ବିପର୍ଯ୍ୟୟ’ ଘଣ୍ଟାପ୍ରତି ୫ କିଲୋମିଟର୍ ବେଗରେ ଉତ୍ତର ଦିଗକୁ ଗତିକରୁ ଆଗାମୀ ୬ ଘଣ୍ଟା ମଧ୍ୟରେ ଏହା ଆହୁରି ତୀବ୍ରତର ହୋଇ ଅତ୍ୟନ୍ତ ଉଗ୍ର ସାମୁଦ୍ରିକ ବାତ୍ୟା ପାଲଟିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ।ଏବଂ ଏହି ସାମୁଦ୍ରିକ ବାତ୍ୟା ଉତ୍ତର ଆଡ଼କୁ ଗତିଶୀଳ ହୋଇ ଆସନ୍ତା ଜୁନ୍ ୧୫ରେ ପାକିସ୍ତାନ ଓ ନିକଟବର୍ତ୍ତୀ ସୌରାଷ୍ଟ୍ର ଓ କଚ୍ ଉପକୂଳ ନିକଟରେ ପହଞ୍ଚିବାର ସମ୍ଭାବନା ରହିଛି।

Advertisement