ଭିଜିଲାନ୍ସ ଜାଲରେ ବ୍ୟାଙ୍କିଙ୍ଗ ଆସିଷ୍ଟାଣ୍ଟ ପ୍ରଦୀପ କୁମାର ଚନ୍ଦ୍ରକର।

61
ADVERTISEMENT

କୋମନା,୧୨/୬(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା କୋମନା କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ବ୍ୟାଙ୍କିଙ୍ଗ ଆସିଷ୍ଟାଣ୍ଟ ପ୍ରଦୀପ କୁମାର ଚନ୍ଦ୍ରକର। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସମେତ ଚାରିଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢଉ ଜାରି ରହିଥିବା ସୂଚନା ।

Advertisement