Wednesday, August 19, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତା ୨୧ ତାରିଖରୁ ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହେବ।

ଆସନ୍ତା ୨୧ ତାରିଖରୁ ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହେବ।

142
Water flowing along the street curb during heavy rain. Close up of splashing raindrops and air bubbles.
ADVERTISEMENT

ଭୁବନେଶ୍ୱର,୧୯/୬(ଡି.ଏଚ ବ୍ୟୁରୋ):-ଆସନ୍ତା ୨୧ ତାରିଖରୁ ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହେବ। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ବର୍ଷାର ପରିମାଣ ବଢ଼ିବ ଓ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ଫଳରେ ରାଜ୍ୟର ତାପମାତ୍ରା ପାଖାପାଖି ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ କମିବା ସହ ରାଜ୍ୟବାସୀଙ୍କୁ ତାତିରୁ ତ୍ରାହି ମିଳିବ।

Advertisement