ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

166
ADVERTISEMENT

ଭୁବନେଶ୍ୱର,୧୯/୬(ଡି.ଏଚ ବ୍ୟୁରୋ):-ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରେଳ ମନ୍ତ୍ରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ତୀର୍ଥଯାତ୍ରୀଙ୍କ ପାଇଁ ଆୟୋଜନ କରାଯାଇଥିବା ବିଭିନ୍ନ ସୁବିଧା ଓ ବ୍ୟବସ୍ଥାର ସମୀକ୍ଷା କରିବା ସହ ରଥଯାତ୍ରା ପରିଦର୍ଶନ କରି ବାଲେଶ୍ୱର ଜିଲ୍ଲା ଡାକ୍ତରଖାନା ଓ ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ଆଲୋଚନା କରିବେ।

Advertisement