ଗିରଫ ହେଲେ ବାରିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରାମଚନ୍ଦ୍ର ସେନ।

46
ADVERTISEMENT

ବାରିପଦା,୧୯/୬(ଡି.ଏଚ ବ୍ୟୁରୋ):-ଗିରଫ ହେଲେ ମୟୂରଭଞ୍ଜ ଜିଲ୍ଲା ବାରିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ କିରାଣି ରାମଚନ୍ଦ୍ର ସେନ। ନିଜ ଆୟଠାରୁ ୨୦୧ ପ୍ରତିଶତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ବାରିପଦା ଭିଜିଲାନ୍ସ ଟିମ ତାଙ୍କୁ ଗିରଫ କରି କୋର୍ଟରେ ହାଜର କରିଛନ୍ତି । ଏବଂ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ୍ ଯିବାକୁ ପଡ଼ିଛି।

Advertisement