ADVERTISEMENT
Home ଆଞ୍ଚଳିକ ଆସନ୍ତାକାଲିଠାରୁ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆସନ୍ତାକାଲିଠାରୁ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

149
Water flowing along the street curb during heavy rain. Close up of splashing raindrops and air bubbles.
ADVERTISEMENT

ଭୁବନେଶ୍ୱର,୨୧/୬(ଡି.ଏଚ ବ୍ୟୁରୋ):-ଆସନ୍ତାକାଲିଠାରୁ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ହୋଇଛି।

Advertisement