ଆଜି ଆଡ଼ପମଣ୍ଡପକୁ ବିଜେ କରିଛନ୍ତି ଚତୁର୍ଦ୍ଧା ବିଗ୍ରହ।

160
ADVERTISEMENT

ପୁରୀ,୨୩/୬(ଡି.ଏଚ ବ୍ୟୁରୋ):-ରତ୍ନବେଦି ଛାଡ଼ି ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ଚତୁର୍ଦ୍ଧା ବିଗ୍ରହ ଆଜି ଆଡ଼ପମଣ୍ଡପକୁ ବିଜେ କରିଛନ୍ତି। ଫଳରେ ଭକ୍ତମାନେ ଆଡ଼ପ ଦର୍ଶନ ସହ ଆଡ଼ପ ଅବଢ଼ା ପାଇବାର ସୌଭାଗ୍ୟ ଅର୍ଜିବେ। ଏବଂ ଆଡ଼ପ ମଣ୍ଡପ ଦର୍ଶନ, ଦଶବର୍ଷର ଶ୍ରୀମନ୍ଦିର ଦର୍ଶନ ସହ ସମାନ ବୋଲି ବିଶ୍ୱାସ ଥିବାବେଳେ ଏଥିପାଇଁ ଲକ୍ଷ ଲକ୍ଷ ଭକ୍ତ ଆଡ଼ପ ଦର୍ଶନ ପାଇଁ କାହିଁ କେତେଦୂରରୁ ଦୌଡ଼ି ଆସନ୍ତି।

Advertisement