ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକ l

118
ADVERTISEMENT

ବ୍ରହ୍ମପୁର,୨୭/୬(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକ l ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କ ସରକାରୀ କାର୍ଯ୍ୟାଳୟ, ସରକାରୀ ବାସଭବନ ସମେତ ବ୍ରହ୍ମପୁର ତୁଳସୀନଗର ସ୍ଥିତ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ ଜାରି କରାଯାଉଛି। ଏବଂ ବ୍ରହ୍ମପୁର ଭିଜିଲାନ୍ସର ୬ଜଣିଆ ଟିମ ଚଢ଼ଉ କରିଥିବାର ସୂଚନା ରହିଛି।

Advertisement