Thursday, August 6, 2026
ADVERTISEMENT
Home ଆଞ୍ଚଳିକ କୋରାପୁଟ ଜିଲ୍ଲା ପଟାଙ୍ଗୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।

କୋରାପୁଟ ଜିଲ୍ଲା ପଟାଙ୍ଗୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।

158
ADVERTISEMENT

ପଟାଙ୍ଗୀ,୨୭/୬(ଡି.ଏଚ ବ୍ୟୁରୋ):-କୋରାପୁଟ ଜିଲ୍ଲା ପଟାଙ୍ଗୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ କାର୍ ସହ ଟ୍ୟାଙ୍କରର ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତ ଉକ୍ତ କାରରେ ବିଶାଖାପାଟଣା ଅଭିମୁଖେ ଯାଉଥିଲେ।।

Advertisement