Saturday, August 22, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତା ୫ଦିନ ପର୍ଯ୍ୟନ୍ତ ଓଡ଼ିଶାର ପାଗ ମେଘୁଆ ରହିବା ସହ ସ୍ଥାନେ ସ୍ଥାନେ ହାଲୁକାରୁ ମଧ୍ୟମ...

ଆସନ୍ତା ୫ଦିନ ପର୍ଯ୍ୟନ୍ତ ଓଡ଼ିଶାର ପାଗ ମେଘୁଆ ରହିବା ସହ ସ୍ଥାନେ ସ୍ଥାନେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବl ସମ୍ଭାବନା ।

131
Water flowing along the street curb during heavy rain. Close up of splashing raindrops and air bubbles.
ADVERTISEMENT

ଭୁବନେଶ୍ୱର,୨୯/୬(ଡି.ଏଚ ବ୍ୟୁରୋ):-ଆସନ୍ତା ୫ଦିନ ପର୍ଯ୍ୟନ୍ତ ଓଡ଼ିଶାର ପାଗ ମେଘୁଆ ରହିବା ସହ ସ୍ଥାନେ ସ୍ଥାନେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ସମ୍ଭାବନା । ଗୁରୁବାର ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ହୋଇଥିବାବେଳେ ବାକି ସ୍ଥାନଗୁଡ଼ିକରେ ମେଘୁଆ ପାଗ ରହିବା ସହ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

Advertisement