ADVERTISEMENT
Home ଆଞ୍ଚଳିକ ଆଜି ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

ଆଜି ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

123
Water flowing along the street curb during heavy rain. Close up of splashing raindrops and air bubbles.
ADVERTISEMENT

ଭୁବନେଶ୍ୱର,୦୪/୭(ଡି.ଏଚ ବ୍ୟୁରୋ):-ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟଟି ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋସାଗର ଉପରେ ରହିଛି। ଯାହାର ପ୍ରଭାବରେ ଆଜି ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

Advertisement