ସ୍ତ୍ରୀକୁ ପିଟିପିଟି ମାରିଲା ସ୍ୱାମୀ ।

42
ADVERTISEMENT

ଚନ୍ଦ୍ରପୁର,o୮/୭(ଡି.ଏଚ ବ୍ୟୁରୋ):-ବୌଦ୍ଧ ଜିଲ୍ଲା ଜହ୍ନାପଙ୍କ ଫାଣ୍ଡି ନିକଟସ୍ଥ ଚନ୍ଦ୍ରପୁର ଗ୍ରାମରେ ପାରିବାରିକ କଳହକୁ ନେଇ ସ୍ତ୍ରୀକୁ ପିଟିପିଟି ମାରିଲା ସ୍ୱାମୀ ।ଘଟଣାସ୍ଥଳରୁ ସ୍ୱାମୀ ପୂର୍ଣ୍ଣ ପ୍ରଧାନ ଫେରାର ଥିବାବେଳେ ମୃତକ କନକ ପ୍ରଧାନଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି l ଏବଂ ଜହ୍ନାପଙ୍କ ଫାଣ୍ଡି ପୁଲିସ ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି ।

Advertisement