Saturday, August 22, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି।

ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି।

99
Water flowing along the street curb during heavy rain. Close up of splashing raindrops and air bubbles.
ADVERTISEMENT

ଭୁବନେଶ୍ୱର,୧୦/୭(ଡି.ଏଚ ବ୍ୟୁରୋ):-ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି। ଫଳରେ ଆସନ୍ତା ୧୧ ତାରିଖରେ ବର୍ଷାର ବିସ୍ତୃତି ପରିମାଣ ବଢିବା ସହ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ହୋଇଛି।

Advertisement