ସାରା ବିଶ୍ବରେ ବିଭିନ୍ନ ସ୍ଥାନରେ ବାର୍ଡ ଫ୍ଲୁ ବ୍ୟାପୁଥିବା ବେଳେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସତର୍କ l

167
ADVERTISEMENT

ନୂଆଦିଲ୍ଲୀ,୧୪/୭(ଡି.ଏଚ ବ୍ୟୁରୋ):-ସାରା ବିଶ୍ବରେ ବିଭିନ୍ନ ସ୍ଥାନରେ ବାର୍ଡ ଫ୍ଲୁ ବ୍ୟାପୁଥିବା ବେଳେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସତର୍କ କରାଯାଇଛି l ଏହି ଭୂତାଣୁ ମଣିଷକୁ ଅତି ସହଜରେ ସଂକ୍ରମିତ କରିପାରେ। ଏଣୁ କୁକୁଡ଼ା ଫାର୍ମଗୁଡ଼ିକରେ ପରିମଳ ବ୍ୟବସ୍ଥାରେ ଉନ୍ନତି ଆଣିବା ସହ ରୋଗ ତଦାରଖ କାର୍ଯ୍ୟ ଉପରେ ଗୁରୁତ୍ବ ଦେବା ପାଇଁ ଜାତିସଂଘ ଏଜେନ୍ସି ପକ୍ଷରୁ ସବୁ ଦେଶକୁ ପରାମର୍ଶ ଦିଆଯାଇଛି।

Advertisement