Friday, September 25, 2026
ADVERTISEMENT
Home ଜାତୀୟ ସାରା ବିଶ୍ବରେ ବିଭିନ୍ନ ସ୍ଥାନରେ ବାର୍ଡ ଫ୍ଲୁ ବ୍ୟାପୁଥିବା ବେଳେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ...

ସାରା ବିଶ୍ବରେ ବିଭିନ୍ନ ସ୍ଥାନରେ ବାର୍ଡ ଫ୍ଲୁ ବ୍ୟାପୁଥିବା ବେଳେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସତର୍କ l

252
ADVERTISEMENT

ନୂଆଦିଲ୍ଲୀ,୧୪/୭(ଡି.ଏଚ ବ୍ୟୁରୋ):-ସାରା ବିଶ୍ବରେ ବିଭିନ୍ନ ସ୍ଥାନରେ ବାର୍ଡ ଫ୍ଲୁ ବ୍ୟାପୁଥିବା ବେଳେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସତର୍କ କରାଯାଇଛି l ଏହି ଭୂତାଣୁ ମଣିଷକୁ ଅତି ସହଜରେ ସଂକ୍ରମିତ କରିପାରେ। ଏଣୁ କୁକୁଡ଼ା ଫାର୍ମଗୁଡ଼ିକରେ ପରିମଳ ବ୍ୟବସ୍ଥାରେ ଉନ୍ନତି ଆଣିବା ସହ ରୋଗ ତଦାରଖ କାର୍ଯ୍ୟ ଉପରେ ଗୁରୁତ୍ବ ଦେବା ପାଇଁ ଜାତିସଂଘ ଏଜେନ୍ସି ପକ୍ଷରୁ ସବୁ ଦେଶକୁ ପରାମର୍ଶ ଦିଆଯାଇଛି।

Advertisement