ମାଲକାନଗିରି ଜିଲ୍ଲା କଂଗ୍ରେସ ପକ୍ଷରୁ ୪ ଦଫା ଦାବି ନେଇ ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ ।

47
ADVERTISEMENT

ମାଲକାନଗିରି,୧୪/୭(ଡି.ଏଚ ବ୍ୟୁରୋ):-ମାଲକାନଗିରି ଜିଲ୍ଲା କଂଗ୍ରେସ ପକ୍ଷରୁ ୪ ଦଫା ଦାବି ନେଇ ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ । ଜିଲ୍ଲାରେ ଶିକ୍ଷା, ସ୍ବାସ୍ଥ୍ୟ, ନିଯୁକ୍ତି ଓ ବିଦ୍ୟୁତ ସମସ୍ୟାର ସମାଧାନ ପାଇଁ ଏହି ଦାବି କରାଯାଇଥିବା ବେଳେ ଦଳ ପକ୍ଷରୁ ଗାଡି ଚଳାଚଳ ଠାରୁ ଆରମ୍ଭ କରି ବିଦ୍ୟାଳୟ, ଦୋକାନ, ବଜାର, ସରକାରୀ ଓ ବେସରକାରୀ ସମସ୍ତ ଅନୁଷ୍ଠାନ ବନ୍ଦ କରାଯାଉଥିବା ପରିଲକ୍ଷିତ ହେଉଛି।

Advertisement