ପ୍ୟାରିସ୍ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ‘ଗ୍ରାଣ୍ଡ୍ କ୍ରସ୍ ଅଫ୍ ଦି ଲିଜନ୍ ଅଫ୍ ଅନର୍’ରେ ସମ୍ମାନିତ ।

45
ADVERTISEMENT

ନୂଆଦିଲ୍ଲୀ ,୧୪/୭(ଡି.ଏଚ ବ୍ୟୁରୋ):-ପ୍ୟାରିସ୍ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫ୍ରାନ୍ସ୍ ସର୍ବୋଚ୍ଚ ସାମରିକ ସମ୍ମାନ ‘ଗ୍ରାଣ୍ଡ୍ କ୍ରସ୍ ଅଫ୍ ଦି ଲିଜନ୍ ଅଫ୍ ଅନର୍’ରେ ସମ୍ମାନିତ । ‘ଏଲିଜି ପ୍ରାସାଦ’ରେ ଘରୋଇ ଭାବେ ଆୟୋଜନ କରିଥିବା ନୈଶ୍ୟ ଭୋଜିରେ ଫ୍ରାନ୍ସ୍ର ରାଷ୍ଟ୍ରପତି ଇମ୍ମାନୁଏଲ୍ ମାକ୍ରୋନ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ।

Advertisement