Wednesday, October 21, 2026
ADVERTISEMENT
Home ଜାତୀୟ ପ୍ୟାରିସ୍ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ‘ଗ୍ରାଣ୍ଡ୍ କ୍ରସ୍ ଅଫ୍ ଦି ଲିଜନ୍ ଅଫ୍ ଅନର୍’ରେ...

ପ୍ୟାରିସ୍ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ‘ଗ୍ରାଣ୍ଡ୍ କ୍ରସ୍ ଅଫ୍ ଦି ଲିଜନ୍ ଅଫ୍ ଅନର୍’ରେ ସମ୍ମାନିତ ।

110
ADVERTISEMENT

ନୂଆଦିଲ୍ଲୀ ,୧୪/୭(ଡି.ଏଚ ବ୍ୟୁରୋ):-ପ୍ୟାରିସ୍ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫ୍ରାନ୍ସ୍ ସର୍ବୋଚ୍ଚ ସାମରିକ ସମ୍ମାନ ‘ଗ୍ରାଣ୍ଡ୍ କ୍ରସ୍ ଅଫ୍ ଦି ଲିଜନ୍ ଅଫ୍ ଅନର୍’ରେ ସମ୍ମାନିତ । ‘ଏଲିଜି ପ୍ରାସାଦ’ରେ ଘରୋଇ ଭାବେ ଆୟୋଜନ କରିଥିବା ନୈଶ୍ୟ ଭୋଜିରେ ଫ୍ରାନ୍ସ୍ର ରାଷ୍ଟ୍ରପତି ଇମ୍ମାନୁଏଲ୍ ମାକ୍ରୋନ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ।

Advertisement