ଟ୍ରକ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ୨ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ।

45
ADVERTISEMENT

ସୋର,୧୫/୭(ଡି.ଏଚ ବ୍ୟୁରୋ):-ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଟ୍ରକ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଉଭୟ ଭଦ୍ରକରୁ କାମ ସାରି ଘରକୁ ଫେରୁଥିଲେ l ଏବଂ ସୋର ଥାନା ପୋଲିସ ଦୁର୍ଘଟଣାଗ୍ରସ୍ତ ବାଇକ ଓ ଟ୍ରକକୁ ଜବତ କରି ତଦନ୍ତ ଜାରି କରୁଥିବା ସୂଚନା l

Advertisement