Saturday, August 22, 2026
ADVERTISEMENT
Home ଆଞ୍ଚଳିକ ବାଳିକା ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ଈଶ୍ୱର ଚନ୍ଦ୍ର ସାହୁ ନିଲମ୍ବିତ ।

ବାଳିକା ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ଈଶ୍ୱର ଚନ୍ଦ୍ର ସାହୁ ନିଲମ୍ବିତ ।

144
ADVERTISEMENT

ହରିଚନ୍ଦନପୁର,୧୫/୭(ଡି.ଏଚ ବ୍ୟୁରୋ):-କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ୍ ରେବଣାପଳାଶପାଳ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ଈଶ୍ୱର ଚନ୍ଦ୍ର ସାହୁ ନିଲମ୍ବିତ । ସେ ବିଦ୍ୟାଳୟର ଦୁଇଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ପୂର୍ବରୁ ଅଭିଯୋଗ ହୋଇଥିଲା। ଏବଂ ଏହାର ତଦନ୍ତ ପରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ଏଭଳି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

Advertisement