ଦିନତମାମ ରାଜ୍ୟବ୍ୟାପୀ ବର୍ଷା ଜାରି l

54
ADVERTISEMENT

ଭୁବନେଶ୍ୱର,୧୬/୭(ଡି.ଏଚ ବ୍ୟୁରୋ):-ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ଦିନତମାମ ରାଜ୍ୟବ୍ୟାପୀ ବର୍ଷା ଜାରି ରହିଥିବାବେଳେ ଭଦ୍ରକ ସହରରେ ୧୬୫ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି। ଏବଂ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଆଦି ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜୱାର୍ଣ୍ଣିଂ ଜାରି କରାଯାଇଛି।

Advertisement