Friday, September 25, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ କୋମନା ଶାଖାର ବ୍ୟାଙ୍କ ସହାୟକ ପ୍ରଦୀପ ଚନ୍ଦ୍ରକାର।

ଭିଜିଲାନ୍ସ ଜାଲରେ ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ କୋମନା ଶାଖାର ବ୍ୟାଙ୍କ ସହାୟକ ପ୍ରଦୀପ ଚନ୍ଦ୍ରକାର।

220
ADVERTISEMENT

ଭବାନୀପାଟଣା,୧୭/୭(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ କୋମନା ଶାଖାର ବ୍ୟାଙ୍କ ସହାୟକ ପ୍ରଦୀପ ଚନ୍ଦ୍ରକାର। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କ ବେଲ୍ଟୁକୁରି ସ୍ଥିତ ଦୁଇ ମହଲା ଘର,ସମେତ ୩୦୦୦ ବର୍ଗ ଫୁଟର ଏକ ନିର୍ମାଣାଧୀନ ଘର ଉପରେ ଭିଜିଲାନ୍ସ ଚଢ଼ାଉ ଜାରି କରିଥିବା ସୂଚନl ।

Advertisement