କଣ୍ଟାବାଞ୍ଜି,୧୮/୭(ଡି.ଏଚ ବ୍ୟୁରୋ):-ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ l ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବିକରି ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ସହରର ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସରକାରୀ ସ୍କୁଲ କଲେଜ ଓ କାର୍ଯ୍ୟାଳୟ ବନ୍ଦ ରହିଛି। ଏବଂ ଯାନବାହନ ଚଳାଚଳ ମଧ୍ୟ ବନ୍ଦ ରହିଥିବା ଦେଖିବାକୁ ମିଳିଛି ।