Saturday, August 22, 2026
ADVERTISEMENT
Home ଜାତୀୟ କଂଗ୍ରେସର ବରିଷ୍ଠ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ପରଲୋକ ।

କଂଗ୍ରେସର ବରିଷ୍ଠ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ପରଲୋକ ।

159
ADVERTISEMENT

କେରଳ,୧୮/୭(ଡି.ଏଚ ବ୍ୟୁରୋ):-କଂଗ୍ରେସର ବରିଷ୍ଠ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ପରଲୋକ । ତାଙ୍କରି ସ୍ବାସ୍ଥ୍ୟାବସ୍ଥା ଭଲ ନଥିବାରୁ ଗତ କିଛି ଦିନ ଧରି ବେଙ୍ଗାଲୁରୁରେ ଚିକିତ୍ସିତ ଥିଲେ। ଏବଂ ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା।

Advertisement