Saturday, August 22, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର...

ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।

117
ADVERTISEMENT

ଭୁବନେଶ୍ୱର,୧୮/୭(ଡି.ଏଚ ବ୍ୟୁରୋ):-ରାଜ୍ୟର ଅଧିକାଂଶ ଅଞ୍ଚଳରେ ମେଘୁଆ ପାଗ ରହିବା ସହ ଦିନତମାମ ବର୍ଷା ଲାଗି ରହିଥିବାବେଳେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ୧୯ରୁ ୨୨ ତାରିଖ ଯାଏ ରାଜ୍ୟରେ ବର୍ଷାର ପରିମାଣ ବଢିବା ସହ ତଥା କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।

Advertisement