ଆସନ୍ତା ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

160
ADVERTISEMENT

ଭୁବନେଶ୍ୱର,୧୮/୭(ଡି.ଏଚ ବ୍ୟୁରୋ):-ଆସନ୍ତା ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ରାଷ୍ଟ୍ରପତି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ଲୋକସଭା ଭବନରେ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଷ୍ଟ୍ରପତିଙ୍କ ସମସ୍ତ କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

Advertisement