Tuesday, September 22, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ବାଲେଶ୍ବର ଜିଲ୍ଲା ଚାନ୍ଦିପୁର ଥାନା ଆଇଆଇସି ଗଣେଶ୍ୱର ପ୍ରଧାନ ଓ ଏଏସ୍ଆଇ ପ୍ରଦୀପ...

ଭିଜିଲାନ୍ସ ଜାଲରେ ବାଲେଶ୍ବର ଜିଲ୍ଲା ଚାନ୍ଦିପୁର ଥାନା ଆଇଆଇସି ଗଣେଶ୍ୱର ପ୍ରଧାନ ଓ ଏଏସ୍ଆଇ ପ୍ରଦୀପ ମହାନ୍ତି।

144
ADVERTISEMENT

ଚାନ୍ଦିପୁର,୨୦/୭(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ବାଲେଶ୍ବର ଜିଲ୍ଲା ଚାନ୍ଦିପୁର ଥାନା ଆଇଆଇସି ଗଣେଶ୍ୱର ପ୍ରଧାନ ଓ ଏଏସ୍ଆଇ ପ୍ରଦୀପ ମହାନ୍ତି। ଉଭୟ ଜଣେ ମଦ ବ୍ୟବସାୟୀଙ୍କ ଠାରୁ ମାସିକିଆ ବଟି ବାବଦକୁ ୫୦ ହଜାର ଟଙ୍କା ଲାଞ୍ଚ ନେଇଥିଲେ ।ଏବଂ ଘଟଣାସ୍ଥଳରେ ଭିଜିଲାନ୍ସ ବିଭାଗର ଅତର୍କିତ ଚଢ଼ଉ ବେଳେ ଲାଞ୍ଚ ଟଙ୍କା ଜବତ ହୋଇଥିବା ବେଳେ ଭିଜିଲାନ୍ସ ଟିମ୍ ସେମାନଙ୍କର କାର୍ଯ୍ୟାଳୟ ଓ ବାସଭବନରେ ଚଢ଼ଉ ଜାରି ରଖିଛି ।

Advertisement