ସମ୍ବଲପୁର,୨୧/୭(ଡି.ଏଚ୍ ବ୍ୟୁରୋ):-ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି | ଏବଂ ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ୍ ଥିବା ବେଳେ ବର୍ତ୍ତମାନ ଜଳସ୍ତର ୬୧୧. ୫୨ ଫୁଟ ରେ ପହଂଚିଛି। ଫଳରେ ଆସନ୍ତା ୨୩ ରେ ହୀରାକୁଦ ଜଳଭଣ୍ଡାରରୁ ଛଡ଼ାଯିବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ l