ଆସନ୍ତା ୨୫ରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବl ସହ ଲଘୁଚାପଜନିତ ବର୍ଷା ଲାଗିରହିବ ।

69
ADVERTISEMENT

ଭୁବନେଶ୍ୱର,୨୪/୭(ଡି.ଏଚ ବ୍ୟୁରୋ):-ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ଆସନ୍ତା ୨୫ ତାରିଖରୁ ରାଜ୍ୟର କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିବl ସହ ଲଘୁଚାପଜନିତ ବର୍ଷା ଲାଗିରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ହୋଇଛି।

Advertisement