ଭିଜିଲାନ୍ସ ଜାଲରେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ କନିଷ୍ଠ ଯନ୍ତ୍ରୀ ରଜନୀକାନ୍ତ ମାଝି।

55
ADVERTISEMENT

ଡେଲାଙ୍ଗ,୨୬/୭(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ କନିଷ୍ଠ ଯନ୍ତ୍ରୀ ରଜନୀକାନ୍ତ ମାଝି।ସେ ଅଙ୍ଗନବାଡ଼ି ଘର ନିର୍ମାଣର ଚୂଡ଼ାନ୍ତ ବିଲ୍ କରିବା ପାଇଁ ଜଣେ ଠିକାଦାରଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଏଥିସହ ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ତାଙ୍କ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି କରାଯାଇଛି।

Advertisement